Online Bible

- Advertisements -




ପ୍ରେରିତ 3:26 - ପବିତ୍ର ବାଇବଲ

26 ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶେଷ ସେବକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭେମାନେ ଯେପରି ମନ୍ଦକାର୍ଯ୍ୟରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

26 ଈଶ୍ଵର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣା ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।

See the chapter Copy

ଓଡିଆ ବାଇବେଲ

26 ଈଶ୍ୱର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

26 ତେଣୁ ଈଶ୍ୱର ତାଙ୍କ ସେବକଙ୍କୁ ମନୋନୀତ କଲେ ଓ ତୁମ ପ୍ରତ୍ୟେକଙ୍କୁ କୁପଥରୁ ଫେରି ଆସିବାର ସୌଭାଗ୍ୟ ଦେବା ପାଇଁ ପ୍ରଥମେ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କଲେ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।

See the chapter Copy




ପ୍ରେରିତ 3:26

Follow us:

Advertisements


Advertisements