ପ୍ରେରିତ 3:6 - ପବିତ୍ର ବାଇବଲ6 କିନ୍ତୁ ପିତର କହିଲେ, “ମୋ’ ପାଖରେ ସୁନା ବା ରୂପା ନାହିଁ, କିନ୍ତୁ ଯାହା ଅଛି ତାହା ମୁଁ ତୁମ୍ଭକୁ ଦେଉଛି। ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଉଠି ଗ୍ଭଲ।” See the chapterପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ। See the chapterଓଡିଆ ବାଇବେଲ6 କିନ୍ତୁ ପିତର କହିଲେ, "ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ ।" See the chapterପବିତ୍ର ବାଇବଲ (CL) NT (BSI)6 କିନ୍ତୁ ପିତର ତାକୁ କହିଲେ, “ମୋ’ ପାଖରେ ସୁନା କି ରୂପା ନାହିଁ, କିନ୍ତୁ ଯାହା ଅଛି, ମୁଁ ତୋତେ ଦେଉଛି: ନାଜରିତୀୟ ଯୀଶୁଙ୍କ ନାମରେ ମୁଁ ଆଦେଶ ଦେଉଛି, ଉଠି ଚାଲ!” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ। See the chapter |