ପ୍ରେରିତ 4:13 - ପବିତ୍ର ବାଇବଲ13 ସେମାନେ ଯେତେବେଳେ ପିତର ଓ ଯୋହନଙ୍କର ଏପରି ସାହସ ଦେଖିଲେ ଓ ଜାଣି ପାରିଲେ ଯେ ସେମାନେ ଅଶିକ୍ଷିତ ଓ ସାଧାରଣ ଲୋକ, ସେମାନେ ବହୁତ ଆଶ୍ଚର୍ଯ୍ୟ ହେଲେ। ସେମାନେ ଏହା ମଧ୍ୟ ବୁଝି ପାରିଲେ ଯେ, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଚମତ୍କୃତ ହେଲେ, ପୁଣି ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, See the chapterଓଡିଆ ବାଇବେଲ13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, See the chapterପବିତ୍ର ବାଇବଲ (CL) NT (BSI)13 ପିତର ଓ ଯୋହନ ଅଶିକ୍ଷିତ ଓ ସାଧାରଣ ଲୋକ ଥିଲେ ବୋଲି ମହାସଭାର ସଦସ୍ୟମାନେ ଜାଣିଥିଲେ। ତେଣୁ ସେହି ଦୁଇ ଶିଷ୍ୟଙ୍କର ସାହସ ଦେଖି ସେମାନେ ଆଚମ୍ବିତ ହେଲେ। ପୁଣି ସେମାନେ ଜାଣିଥିଲେ ଯେ, ସେ ଦୁହେଁ ଯୀଶୁଙ୍କର ସହଚର ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, See the chapter |