Online Bible

- Advertisements -




ପ୍ରେରିତ 4:19 - ପବିତ୍ର ବାଇବଲ

19 କିନ୍ତୁ ଯୋହନ ଓ ପିତର ସେମାନଙ୍କୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ୍ କି ନାହିଁ, ତାହା ତୁମ୍ଭେମାନେ ବିଗ୍ଭର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନ କହି ରହିପାରିବୁ ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ଵରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ।

See the chapter Copy

ଓଡିଆ ବାଇବେଲ

19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ

See the chapter Copy

ପବିତ୍ର ବାଇବଲ (CL) NT (BSI)

19 କିନ୍ତୁ ପିତର ଓ ଯୋହନ ଉତ୍ତର ଦେଇ କହିଲେ, “ଆପଣଙ୍କର ବାଧ୍ୟ ହେବା, ଅବା ଈଶ୍ୱରଙ୍କର ବାଧ୍ୟ ହେବା - କେଉଁ ବିଷୟ ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ, ତାହା ଆପଣମାନେ ବିଚାର କରନ୍ତୁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ

See the chapter Copy




ପ୍ରେରିତ 4:19

Follow us:

Advertisements


Advertisements