ପ୍ରେରିତ 4:28 - ପବିତ୍ର ବାଇବଲ28 ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା। See the chapterପବିତ୍ର ବାଇବଲ (Re-edited) - (BSI)28 ତୁମ୍ଭର ହସ୍ତ ଓ ତୁମ୍ଭର ସଂକଳ୍ପ ଦ୍ଵାରା ଯେସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ। See the chapterଓଡିଆ ବାଇବେଲ28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ । See the chapterପବିତ୍ର ବାଇବଲ (CL) NT (BSI)28 ତୁମ ଶକ୍ତି ଓ ଇଚ୍ଛାନୁଯାୟୀ ଯାହାସବୁ ଘଟାଇବା ନିମନ୍ତେ ତୁମେ ସ୍ଥିର କରିଥିଲ, ସେମାନେ ଏକତ୍ର ହୋଇ ସେ ସମସ୍ତ କରିବା ପାଇଁ ଲାଗି ପଡ଼ିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ। See the chapter |