ପ୍ରେରିତ 4:6 - ପବିତ୍ର ବାଇବଲ6 ସେଠାରେ ହାନାନ ମହାଯାଜକ, କୟାଫା, ଯୋହନ, ଆଲେକ୍ଜାଣ୍ଡାର ଓ ମହାଯାଜକୀୟ ପରିବାରର ସମସ୍ତେ ମଧ୍ୟ ଉପସ୍ଥିତ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)6 ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍ଜାଣ୍ତର, ପୁଣି ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ। See the chapterଓଡିଆ ବାଇବେଲ6 ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ । See the chapterପବିତ୍ର ବାଇବଲ (CL) NT (BSI)6 ସେମାନେ ହାନାନ, କୟାଫା, ଯୋହନ, ଆଲେକ୍ଜାଣ୍ଡର ଓ ପ୍ରଧାନ ଯାଜକ ପରିବାରର ଅନ୍ୟାନ୍ୟମାନଙ୍କୁ ଭେଟିଲେ ଓ ପ୍ରେରିତ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ। See the chapter |