ପ୍ରେରିତ 4:8 - ପବିତ୍ର ବାଇବଲ8 ତା'ପରେ ପିତର ପବିତ୍ରଆତ୍ମା ଦ୍ୱାରା ପରିପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, “ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚୀନ ଲୋକମାନେ! See the chapterପବିତ୍ର ବାଇବଲ (Re-edited) - (BSI)8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ, See the chapterଓଡିଆ ବାଇବେଲ8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ, See the chapterପବିତ୍ର ବାଇବଲ (CL) NT (BSI)8 ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ଯିହୁଦୀ ଜାତିର ଶାସକ ଓ ଧର୍ମନେତାବୃନ୍ଦ! See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ, See the chapter |