ପ୍ରେରିତ 4:9 - ପବିତ୍ର ବାଇବଲ9 ଏହି ଛୋଟା ଲୋକଟି ପ୍ରତି କରାଯାଇଥିବା ଉତ୍ତମ କର୍ମରେ କ’ଣ ଆପଣମାନେ ଆମ୍ଭକୁ ଆଜି ପ୍ରଶ୍ନ ପଗ୍ଭରୁଛନ୍ତି? ଆପଣମାନେ କ’ଣ ପଗ୍ଭରୁଛନ୍ତି ଯେ କେଉଁ ବିଷୟ ଦ୍ୱାରା ସେ ସୁସ୍ଥ ହୋଇପାରିଲା? See the chapterପବିତ୍ର ବାଇବଲ (Re-edited) - (BSI)9 ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି, See the chapterଓଡିଆ ବାଇବେଲ9 ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ,ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି ? See the chapterପବିତ୍ର ବାଇବଲ (CL) NT (BSI)9 ଯଦି ଆଜି ଆମେ ଏହି ଛୋଟା ପାଇଁ କରିଥିôବା ଉତ୍ତମ କାର୍ଯ୍ୟ ବିଷୟରେ ଆପଣମାନେ ପ୍ରଶ୍ନ କରୁଛନ୍ତି ଓ ସେ କିପରି ସୁସ୍ଥ ହେଲା ବୋଲି ଜାଣିବାକୁ ଚାହୁଁଛନ୍ତି, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି? See the chapter |