ପ୍ରେରିତ 5:13 - ପବିତ୍ର ବାଇବଲ13 ସେମାନଙ୍କ ସହିତ ଏକତ୍ର ଠିଆ ହେବା ପାଇଁ କେହିହେଲେ ସାହସ କଲେ ନାହିଁ। ସବୁଲୋକ ପ୍ରେରିତମାନଙ୍କର ଖୁବ୍ ପ୍ରଶଂସା କଲେ। See the chapterପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ, See the chapterଓଡିଆ ବାଇବେଲ13 କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ, See the chapterପବିତ୍ର ବାଇବଲ (CL) NT (BSI)13 ସେମାନଙ୍କ ବିଷୟରେ ଲୋକେ ପ୍ରଶଂସା କରି କଥା କହୁଥିଲେ, କିନ୍ତୁ ଦଳ ବାହାରେ ଥିବା କେହି ସେମାନଙ୍କ ସହିତ ଯୋଗ ଦେବା ପାଇଁ ସାହସ କରୁ ନ ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହିହେଲେ ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ, See the chapter |