Online Bible

- Advertisements -




ପ୍ରେରିତ 5:15 - ପବିତ୍ର ବାଇବଲ

15 ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହି ଆଣିଲେ, ଯେପରିକି ପିତରଙ୍କ ଛାଇ ଯିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହା ଦ୍ୱାରା ସେହି ରୋଗୀମାନେ ସୁସ୍ଥ ହୋଇପାରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ଏପରି କି, ପିତର ଆସିବା ସମୟରେ ଅନ୍ତତଃ ତାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ତକୁ ବୋହିନେଇ ଆସି, ଶେଯ ଓ ଖଟିଆରେ ରଖିଦେଉଥିଲେ।

See the chapter Copy

ଓଡିଆ ବାଇବେଲ

15 ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

15 ପ୍ରେରିତ ଶିଷ୍ୟମାନଙ୍କର କାର୍ଯ୍ୟ ବିଶେଷ ଫଳପ୍ରଦ ହେଲା, ଏପରିକି ପିତର ଚାଲିଯାଉଥିବା ସମୟରେ ତାଙ୍କର ଛାଇ ପଡ଼ିବା ପାଇଁ ଲୋକମାନେ ରୋଗୀମାନଙ୍କୁ ବୋହି ଆଣି ବାଟରେ ବିଛଣା ଓ ଚଟେଇରେ ଶୁଆଇ ଦେଉଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।

See the chapter Copy




ପ୍ରେରିତ 5:15

Follow us:

Advertisements


Advertisements