Online Bible

- Advertisements -




ପ୍ରେରିତ 5:26 - ପବିତ୍ର ବାଇବଲ

26 ତେଣୁ ସେନାପତି ସେହି ଲୋକମାନଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କୁ ନେଇ ଆସିଲେ। ସେମାନେ ପ୍ରେରିତମାନଙ୍କୁ ଜୋ‌ର୍‌‌ଜବରଦସ୍ତି କରି ଆଣିଲେ ନାହିଁ କାରଣ ସେମାନେ ଭୟ କଲେ, ଯଦି ସେମାନେ ଏପରି କରିବେ, ତେବେ ଲୋକମାନେ ହୁଏତ ସେମାନଙ୍କୁ ପଥର ଫୋପାଡ଼ିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

26 ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ।

See the chapter Copy

ଓଡିଆ ବାଇବେଲ

26 ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ,ଏହା ଭୟ କରୁଥିଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

26 ମନ୍ଦିର କର୍ମଚାରୀ ପ୍ରହରୀମାନଙ୍କ ସହିତ ଯାଇ ପ୍ରେରିତ ଶିଷ୍ୟମାନଙ୍କୁ ଆଉ ଥରେ ନେଇ ଆସିଲେ। ସେମାନେ କୌଣସି ପ୍ରକାର ବଳ ପ୍ରୟୋଗ କଲେ ନାହିଁ, କାରଣ ସେମାନଙ୍କର ଭୟ ଥିଲା ଯେ ଲୋକମାନେ ସେମାନଙ୍କ ଉପରକୁ ପଥର ଫୋପାଡ଼ିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ।

See the chapter Copy




ପ୍ରେରିତ 5:26

Follow us:

Advertisements


Advertisements