Online Bible

- Advertisements -




ପ୍ରେରିତ 5:28 - ପବିତ୍ର ବାଇବଲ

28 “ଆମ୍ଭେ ତୁମ୍ଭମାନଙ୍କୁ ଯୀଶୁଙ୍କ ନାମରେ ଶିକ୍ଷା ନ ଦେବା ପାଇଁ କଠୋର ଆଦେଶ ଦେଇଥିଲୁ କିନ୍ତୁ ତୁମ୍ଭେମାନେ ନିଜ ନିଜ ଶିକ୍ଷା ଦ୍ୱାରା ଯିରୁଶାଲମକୁ ପୂର୍ଣ୍ଣ କରି ଦେଇଛ। ତୁମ୍ଭେମାନେ ଏ ଲୋକର ମୃତ୍ୟୁ ଦୋଷ ଆମ୍ଭମାନଙ୍କ ଉପରେ ଲଦି ଦେବା ପାଇଁ ଗ୍ଭହୁଁଛ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂଶାଲମ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।

See the chapter Copy

ଓଡିଆ ବାଇବେଲ

28 "ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।"

See the chapter Copy

ପବିତ୍ର ବାଇବଲ (CL) NT (BSI)

28 “ଏହି ଲୋକ ନାମରେ କୌଣସି ଶିକ୍ଷା ନ ଦେବା ପାଇଁ ଆମେ କଡ଼ା ଆଦେଶ ଦେଇଥିଲୁ, କିନ୍ତୁ ଦେଖ, ତୁମ୍ଭେମାନେ କ’ଣ କରିଛ! ଯିରୂଶାଲମର ଚାରିଆଡ଼େ ତୁମେ ଏହି ଶିକ୍ଷା ପ୍ରସାର କରିଛ ଓ ତାଙ୍କର ମୃତ୍ୟୁ ପାଇଁ ତୁମ୍ଭେମାନେ ଆମ୍ଭମାନଙ୍କୁ ଦାୟୀ କରିବାକୁ ଚେଷ୍ଟା କରିଛ!”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ସମସ୍ତ ଯିରୂଶାଲମ ସହରରେ ଆପଣା ଶିକ୍ଷାରେ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।

See the chapter Copy




ପ୍ରେରିତ 5:28

Follow us:

Advertisements


Advertisements