Online Bible

- Advertisements -




ପ୍ରେରିତ 5:36 - ପବିତ୍ର ବାଇବଲ

36 ଏହା ପୂର୍ବରୁ ଥିଉଦା ନାମକ ଜଣେ ଲୋକ ନିଜକୁ ବହୁତ ବଡ଼ ବୋଲି ଭାବୁଥିଲା। ପ୍ରାୟ ଗ୍ଭରିଶହ ଲୋକ ତାହାର ଅନୁଗାମୀ ଥିଲେ। କିନ୍ତୁ ତାହାକୁ ମାରିଦିଆଗଲା। ପରେ ତା'ର ସମସ୍ତ ଶିଷ୍ୟମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। ଏହି ସମସ୍ତର କୌଣସି ଫଳ ହେଲା ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

36 କାରଣ ଏଥିପୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରିଶହ ଲୋକ ତାʼ ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି ଯେତେ ଲୋକ ତାʼର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହେଲେ ଓ ଅକୃତକାର୍ଯ୍ୟ ହେଲେ।

See the chapter Copy

ଓଡିଆ ବାଇବେଲ

36 କାରଣ ଏଥିପୂୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁସରଣ କଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

36 ଆପଣମାନଙ୍କ ମନେଥିବ, କିଛି ସମୟ ପୂର୍ବେ ଥିଉଦା ନିଜକୁ ଜଣେ ମହାପୁରୁଷ ବୋଲି କହିଲା ଓ ପ୍ରାୟ ଚାରିଶହ ଲୋକ ତା’ ସହିତ ଯୋଗ ଦେଇଥିଲେ; କିନ୍ତୁ ସେ ନିହତ ହେଲା, ତା’ର ଅନୁଗାମୀମାନେ ଛିନ୍ନଭିନ୍ନ ହୋଇଗଲେ ଓ ତା’ର ଦଳ ଲୋପ ପାଇଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 କାରଣ ଏଥିପୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ।

See the chapter Copy




ପ୍ରେରିତ 5:36

Follow us:

Advertisements


Advertisements