Online Bible

- Advertisements -




ପ୍ରେରିତ 5:38 - ପବିତ୍ର ବାଇବଲ

38 ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ କହୁଛି, ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ସେମାନଙ୍କୁ ଏକୁଟିଆ ଛାଡ଼ିଦିଅ। ଯଦି ସେମାନଙ୍କର ମନ୍ତ୍ରଣା ବା ଏହି କାମ ମନୁଷ୍ୟମାନଙ୍କ ପକ୍ଷରୁ ହୋଇଥାଏ, ତେବେ ତାହା ବିଫଳ ହେବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

38 ଏବେ ମୁଁ ଆପଣମାନଙ୍କୁ କହୁଅଛି, ଆପଣମାନେ ଏହି ଲୋକମାନଙ୍କ ପ୍ରତି କିଛି ନ କରି ସେମାନଙ୍କୁ ଛାଡ଼ିଦିଅନ୍ତୁ, କାରଣ ଏହି ମନ୍ତ୍ରଣା ବା ଏହି କର୍ମ ଯଦି ମନୁଷ୍ୟଠାରୁ ହୋଇଥାଏ, ତାʼହେଲେ ତାହା ଉଚ୍ଛିନ୍ନ ହୋଇଯିବ;

See the chapter Copy

ଓଡିଆ ବାଇବେଲ

38 ଏବେ ମୁଁ ଆପଣମାନଙ୍କୁ କହୁଅଛି, ଆପଣମାନେ ଏହି ଲୋକମାନଙ୍କ ପ୍ରତି କିଛି ନ କରି ସେମାନଙ୍କୁ ଛାଡ଼ିଦିଅନ୍ତୁ, କାରଣ ଏହି ମନ୍ତ୍ରଣା ବା ଏହି କର୍ମ ଯଦି ମନୁଷ୍ୟଠାରୁ ହୋଇଥାଏ, ତାହାହେଲେ ତା'ହା ଉଚ୍ଛିନ୍ନ ହୋଇଯିବ;

See the chapter Copy

ପବିତ୍ର ବାଇବଲ (CL) NT (BSI)

38 ତେଣୁ ଏ କ୍ଷେତ୍ରରେ ଏହି ଲୋକମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ନ କରିବାକୁ ମୁଁ ପରାମର୍ଶ ଦେଉଛି। ସେମାନଙ୍କ ବିଷୟରେ ମନ ଦିଅନ୍ତୁ ନାହିଁ। ସେମାନଙ୍କର ଯୋଜନା ଓ କାର୍ଯ୍ୟର ଉତ୍ପତ୍ତି ଯଦି ମନୁଷ୍ୟଠାରୁ ହୋଇଥାଏ, ତେବେ ତା’ର ବିଲୋପ ହେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଏବେ ମୁଁ ଆପଣମାନଙ୍କୁ କହୁଅଛି, ଆପଣମାନେ ଏହି ଲୋକମାନଙ୍କ ପ୍ରତି କିଛି ନ କରି ସେମାନଙ୍କୁ ଛାଡ଼ିଦିଅନ୍ତୁ, କାରଣ ଏହି ମନ୍ତ୍ରଣା ବା ଏହି କର୍ମ ଯଦି ମନୁଷ୍ୟଠାରୁ ହୋଇଥାଏ, ତାହାହେଲେ ତାହା ଉଚ୍ଛିନ୍ନ ହୋଇଯିବ;

See the chapter Copy




ପ୍ରେରିତ 5:38

Follow us:

Advertisements


Advertisements