ପ୍ରେରିତ 5:8 - ପବିତ୍ର ବାଇବଲ8 ପିତର ତାହାକୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ ତୁମ୍ଭ ଜମି ସେତିକି ଦାମ୍ରେ ବିକ୍ରୀ କରିଛ କି?” ସେ ଉତ୍ତର ଦେଲା, “ହଁ, ସେହି ଦାମ୍ରେ।” See the chapterପବିତ୍ର ବାଇବଲ (Re-edited) - (BSI)8 ଆଉ, ପିତର ତାହାକୁ ଉତ୍ତର ଦେଲେ, କୁହ ତ, ତୁମ୍ଭେମାନେ କʼଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ? ସେ କହିଲା, ହଁ, ସେତିକିରେ। See the chapterଓଡିଆ ବାଇବେଲ8 ଆଉ, ପିତର ତାହାକୁ ଉତ୍ତର ଦେଲେ, "କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ" ? ସେ କହିଲା, ହଁ, ସେତିକିରେ । See the chapterପବିତ୍ର ବାଇବଲ (CL) NT (BSI)8 ତାକୁ ପିତର ପଚାରିଲେ, “ତୁମେ ଓ ତୁମର ସ୍ୱାମୀ ଯେଉଁ ସମ୍ପତ୍ତି ବିକ୍ରୟ କଲ, ଏହା କ’ଣ ତା’ର ସଂପୂର୍ଣ୍ଣ ମୂଲ୍ୟ?” ସେ କହିଲା, “ହଁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ପିତର ତାହାକୁ ଉତ୍ତର ଦେଲେ, କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ? ସେ କହିଲା, ହଁ, ସେତିକିରେ। See the chapter |