Online Bible

- Advertisements -




ପ୍ରେରିତ 7:11 - ପବିତ୍ର ବାଇବଲ

11 ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି ମହାକ୍ଳେଶ ଘଟିଲା, ଆଉ ଆମ୍ଭମାନଙ୍କ ପିତୃପୁରୁଷ-ମାନେ ଭକ୍ଷ୍ୟ ପାଇ ପାରିଲେ ନାହିଁ।

See the chapter Copy

ଓଡିଆ ବାଇବେଲ

11 ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି, ମହାକ୍ଲେଶ ଘଟିଲା, ଆମ୍ଭମାନଙ୍କ ପିତୃପୁରୁଷମାନେ ଖାଦ୍ୟ ପାଇ ପାରିଲେ ନାହିଁ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

11 ତା’ପରେ ସମୁଦାୟ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁ କଷ୍ଟ ଭୋଗ କଲେ। ଆମ ପୂର୍ବପୁରୁଷମାନଙ୍କର ଖାଦ୍ୟର ଅଭାବ ହେଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି, ମହାକ୍ଲେଶ ଘଟିଲା, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଖାଦ୍ୟ ପାଇ ପାରିଲେ ନାହିଁ।

See the chapter Copy




ପ୍ରେରିତ 7:11

Follow us:

Advertisements


Advertisements