ପ୍ରେରିତ 7:13 - ପବିତ୍ର ବାଇବଲ13 ସେମାନଙ୍କର ଦ୍ୱିତୀୟ ଥର ଯିବା ସମୟରେ ଯୋଷେଫ ନିଜ ଭାଇମାନଙ୍କ ପାଖରେ ପରିଚିତ ହେଲେ ଓ ଫାରୋ ଯୋଷେଫଙ୍କ ପରିବାର ବିଷୟରେ ଜାଣିଲେ। See the chapterପବିତ୍ର ବାଇବଲ (Re-edited) - (BSI)13 ପୁଣି, ଦ୍ଵିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ। See the chapterଓଡିଆ ବାଇବେଲ13 ପୁଣି, ଦ୍ୱିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ । See the chapterପବିତ୍ର ବାଇବଲ (CL) NT (BSI)13 ସେଠାକୁ ସେମାନେ ଦ୍ୱିତୀୟ ଥର ଯିବା ସମୟରେ ଯୋସେଫ ତାଙ୍କ ଭାଇମାନଙ୍କ ନିକଟରେ ନିଜର ପରିଚୟ ଦେଲେ ଓ ମିସରର ରାଜା ଯୋସେଫଙ୍କ ପରିବାର ବିଷୟରେ ଅବଗତ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଦ୍ୱିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ। See the chapter |