Online Bible

- Advertisements -




ପ୍ରେରିତ 7:20 - ପବିତ୍ର ବାଇବଲ

20 “ଏହି ସମୟରେ ମୋଶା ଜନ୍ମ ଗ୍ରହଣ କଲେ। ସେ ବହୁତ ସୁନ୍ଦର ଥିଲେ। ତାହାଙ୍କୁ ପିତାଙ୍କ ଘରେ ତିନି ମାସ ପର୍ଯ୍ୟନ୍ତ ଲାଳନପାଳନ କରାଗଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଦିବ୍ୟ ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ।

See the chapter Copy

ଓଡିଆ ବାଇବେଲ

20 ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ୱରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

20 ଏହି ସମୟରେ ମୋଶା ଜନ୍ମ ହେଲେ। ସେ ଥିଲେ ଗୋଟିଏ ଅତି ସୁନ୍ଦର ଶିଶୁ। ଘରେ ତିନିମାସ ପର୍ଯ୍ୟନ୍ତ ସେ ପାଳିତ ହେଲେ

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ବରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ।

See the chapter Copy




ପ୍ରେରିତ 7:20

Follow us:

Advertisements


Advertisements