ପ୍ରେରିତ 7:25 - ପବିତ୍ର ବାଇବଲ25 ମୋଶା ଭାବିଲେ ଯେ, ପରମେଶ୍ୱର ସେମାନଙ୍କର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ଯ୍ୟରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସେମାନେ ତାହା ବୁଝିଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)25 ତାଙ୍କ ହସ୍ତ ଦ୍ଵାରା ଈଶ୍ଵର ଯେ ତାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ। See the chapterଓଡିଆ ବାଇବେଲ25 ତାହାଙ୍କ ହସ୍ତ ଦ୍ୱାରା ଈଶ୍ୱର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି,ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ । See the chapterପବିତ୍ର ବାଇବଲ (CL) NT (BSI)25 (ସେ ଭାବିଥିଲେ, ତାଙ୍କର ନିଜ ଲୋକମାନେ ହୃଦୟଙ୍ଗମ କରିବେ ଯେ, ସେମାନଙ୍କୁ ମୁକ୍ତ କରିବା ପାଇଁ ଈଶ୍ୱର ତାଙ୍କୁ ବ୍ୟବହାର କରୁଛନ୍ତି; କିନ୍ତୁ ସେମାନେ ତାହା ବୁଝିଲେ ନାହିଁ।) See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତାହାଙ୍କ ହସ୍ତ ଦ୍ୱାରା ଈଶ୍ବର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ। See the chapter |