Online Bible

- Advertisements -




ପ୍ରେରିତ 7:29 - ପବିତ୍ର ବାଇବଲ

29 ମୋଶା ଏହା ଶୁଣି ଅତିଶୀଘ୍ର ମିଶରରୁ ଗ୍ଭଲିଗଲେ ଓ ମିଦିୟନ ଦେଶରେ ଜଣେ ବିଦେଶୀ ହୋଇ ରହିଲେ। ସେଠାରେ ତାହାଙ୍କର ଦୁଇଟି ପୁତ୍ର ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

29 ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାଙ୍କର ଦୁଇ ପୁତ୍ର ଜନ୍ମ ହେଲେ।

See the chapter Copy

ଓଡିଆ ବାଇବେଲ

29 ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାହାଙ୍କର ଦୁଇ ପୁତ୍ର ଜନ୍ମ ହେଲେ।

See the chapter Copy

ପବିତ୍ର ବାଇବଲ (CL) NT (BSI)

29 ମୋଶା ଏହା ଶୁଣି ମିସରରୁ ପଳାଇଗଲେ ଓ ମିଦିୟୋନରେ ବାସ କଲେ। ସେଠାରେ ତାଙ୍କର ଦୁଇ ପୁତ୍ର ଜନ୍ମ ହେଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାହାଙ୍କର ଦୁଇ ପୁତ୍ର ଜନ୍ମ ହେଲେ।

See the chapter Copy




ପ୍ରେରିତ 7:29

Follow us:

Advertisements


Advertisements