ପ୍ରେରିତ 7:30 - ପବିତ୍ର ବାଇବଲ30 “ଦୀର୍ଘ ଗ୍ଭଳିଶ୍ ବର୍ଷ ଅତିବାହିତ ହେବା ପରେ ଜଣେ ସ୍ୱର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ୱଳନ୍ତ ବୁଦାର ଅଗ୍ନିଶିଖାରେ ମୋଶାଙ୍କୁ ଦର୍ଶନ ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ, ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାଙ୍କୁ ଦର୍ଶନ ଦେଲେ। See the chapterଓଡିଆ ବାଇବେଲ30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ । See the chapterପବିତ୍ର ବାଇବଲ (CL) NT (BSI)30 “ଚାଳିଶ ବର୍ଷ ଅତିବାହିତ ହେବା ପରେ ସୀନୟ ପର୍ବତ ନିକଟରେ ଏଇ ଜ୍ୱଳନ୍ତ ବୁଦାର ଅଗ୍ନିଶିଖା ମଧ୍ୟରେ ଈଶ୍ୱରଙ୍କର ଜଣେ ଦୂତ ମୋଶାଙ୍କୁ ଦର୍ଶନ ଦେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ। See the chapter |