ପ୍ରେରିତ 7:38 - ପବିତ୍ର ବାଇବଲ38 ଏହି ମୋଶା ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀରେ ଥିଲେ। ଯେଉଁ ସ୍ୱର୍ଗଦୂତ ସୀନୟ ପର୍ବତରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହୋଇଥିଲେ, ସେହି ସ୍ୱର୍ଗଦୂତ ଆମ୍ଭ ପିତୃପୁରୁଷ ମୋଶାଙ୍କ ସହିତ ଥିଲେ, ମୋଶା ପରମେଶ୍ୱରଙ୍କଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମୋଶା ଆମ୍ଭମାନଙ୍କୁ ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ତଳୀ ମଧ୍ୟରେ ଥାଇ ସୀନୟ ପର୍ବତରେ ତାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ। See the chapterଓଡିଆ ବାଇବେଲ38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ । See the chapterପବିତ୍ର ବାଇବଲ (CL) NT (BSI)38 ସେହି ମୋଶା ମରୁପ୍ରାନ୍ତରରେ ଏକତ୍ରିତ ହୋଇଥିବା ଇଶ୍ରାୟେଲୀୟମାନଙ୍କ ସଙ୍ଗରେ ଥିଲେ। ସେ ସୀନୟ ପର୍ବତରେ ଆମ ପୂର୍ବପୁରୁଷମାନଙ୍କ ସହିତ ଓ ତାଙ୍କ ସହିତ କଥା କହିଥିବା ସ୍ୱର୍ଗଦୂତଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପରିବେଷଣ କରିବା ପାଇଁ ସେ ଈଶ୍ୱରଙ୍କଠାରୁ ଜୀବନ୍ତ ବାକ୍ୟ ଗ୍ରହଣ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ। See the chapter |