Online Bible

- Advertisements -




ପ୍ରେରିତ 7:6 - ପବିତ୍ର ବାଇବଲ

6 “ପରମେଶ୍ୱର ତାହାଙ୍କୁ ଏହିକଥା କହିଥିଲେ, ‘ତୁମ୍ଭର ସନ୍ତାନମାନେ ବିଦେଶରେ ଦାସ କର୍ମ କରିବେ। ସେମାନେ ତାହାଙ୍କୁ ଗ୍ଭରିଶହ ବର୍ଷ ପର୍ଯ୍ୟନ୍ତ ଖରାପ ବ୍ୟବହାର କରିବେ।’

See the chapter Copy

ପବିତ୍ର ବାଇବଲ (Re-edited) - (BSI)

6 ଈଶ୍ଵର ଏହିପରି କହିଲେ, ତାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେସ୍ଥାନର ଲୋକେ ସେମାନଙ୍କୁ ଚାରିଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ଵରେ ରଖି ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବେ।

See the chapter Copy

ଓଡିଆ ବାଇବେଲ

6 ଈଶ୍ୱର ଏହିପରି କହିଲେ, ତାହାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେ ସ୍ଥାନର ଲୋକେ ସେମାନଙ୍କୁ ଚାରି ଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ୱରେ ରଖି ସେମାନଙ୍କ ପ୍ରତି ଅତ୍ୟାଚାର କରିବେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

6 ସେତେବେଳେ ଈଶ୍ୱର ତାଙ୍କୁ ଏହି କଥା କହିଲେ! ‘ତୁମର ବଂଶଧରମାନେ କ୍ରୀତଦାସ ରୂପେ ବିଦେଶରେ ବାସ କରିବେ ଓ ଚାରିଶହ ବର୍ଷ ପର୍ଯ୍ୟନ୍ତ ନିର୍ଯ୍ୟାତିତ ହେବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଈଶ୍ବର ଏହିପରି କହିଲେ, ତାହାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେ ସ୍ଥାନର ଲୋକେ ସେମାନଙ୍କୁ ଚାରି ଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ୱରେ ରଖି ସେମାନଙ୍କ ପ୍ରତି ଅତ୍ୟାଚାର କରିବେ।

See the chapter Copy




ପ୍ରେରିତ 7:6

Follow us:

Advertisements


Advertisements