ପ୍ରେରିତ 8:15 - ପବିତ୍ର ବାଇବଲ15 ପିତର ଓ ଯୋହନ ସେଠାରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କରି ପାରିବେ। See the chapterପବିତ୍ର ବାଇବଲ (Re-edited) - (BSI)15 ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ, See the chapterଓଡିଆ ବାଇବେଲ15 ସେମାନେ ଯାଇ,ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ, See the chapterପବିତ୍ର ବାଇବଲ (CL) NT (BSI)15 ସେମାନେ ସେଠାରେ ପହଞ୍ôଚବା ପରେ ଶିମରୋଣୀୟ ବିଶ୍ୱାସୀମାନେ ଯେପରି ପବିତ୍ରଆତ୍ମା ପାଇବେ, ସେଥିପାଇଁ ପ୍ରାର୍ଥନା କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ, See the chapter |