Online Bible

- Advertisements -




ପ୍ରେରିତ 8:38 - ପବିତ୍ର ବାଇବଲ

38 ତା'ପରେ ସେ ରଥ ରଖିବାକୁ ଆଦେଶ ଦେଲେ। ତା'ପରେ ଫିଲି‌ପ୍‌ପ ଓ ନପୁଂସକ ଦୁହେଁ ଜଳ ଭିତରକୁ ଓହ୍ଲାଇ ଗଲେ ଓ ଫିଲି‌ପ୍‌ପ ତାହାଙ୍କୁ ବାପ୍ତିସ୍ମ ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

38 ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାଙ୍କୁ ବାପ୍ତିସ୍ମ।। ଦେଲେ।

See the chapter Copy

ଓଡିଆ ବାଇବେଲ

38 ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

38 କର୍ମଚାରୀ ରଥକୁ ଅଟକାଇବାକୁ ଆଦେଶ ଦେଲେ। ଫିଲିପ୍ପ ଓ କର୍ମଚାରୀ ଜଳ ଭିତରକୁ ଗଲେ ଓ ଫିଲିପ୍ପ ତାଙ୍କୁ ଜଳଦୀକ୍ଷା ଦେଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ।

See the chapter Copy




ପ୍ରେରିତ 8:38

Follow us:

Advertisements


Advertisements