ପ୍ରେରିତ 9:1 - ପବିତ୍ର ବାଇବଲ1 ଶାଉଲ ଯିରୁଶାଲମରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧରେ ହତ୍ୟାର ଭୟ ଦେଖାଇବା ପାଇଁ ଚେଷ୍ଟା କଲେ। See the chapterପବିତ୍ର ବାଇବଲ (Re-edited) - (BSI)1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟ-ମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ। See the chapterଓଡିଆ ବାଇବେଲ1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ, See the chapterପବିତ୍ର ବାଇବଲ (CL) NT (BSI)1 ଏହି ସମୟରେ ଶାଉଲ ପ୍ରଭୁଙ୍କ ଶିଷ୍ୟମାନଙ୍କୁ ହତ୍ୟା କରିବେ ବୋଲି ଧମକ ଦେଉଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ, See the chapter |