ପ୍ରେରିତ 9:17 - ପବିତ୍ର ବାଇବଲ17 ତେଣୁ ହନନିୟ ଯିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, “ଭାଇ ଶାଉଲ! ପ୍ରଭୁ ଯୀଶୁ ମୋତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦେଇଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖି ପାରିବ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇପାରିବ।” See the chapterପବିତ୍ର ବାଇବଲ (Re-edited) - (BSI)17 ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି ତାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି। See the chapterଓଡିଆ ବାଇବେଲ17 ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)17 ହନନିୟ ଗଲେ, ଶାଉଲ ଥିବା ଗୃହରେ ପ୍ରବେଶ କରି ତାଙ୍କ ଉପରେ ହାତ ରଖିଲେ। ସେ କହିଲେ, “ଭାଇ ଶାଉଲ, ଏଠାକୁ ଆସିବା ପଥରେ ଯେଉଁ ପ୍ରଭୁ ଯୀଶୁ ତୁମକୁ ଦର୍ଶନ ଦେଲେ, ସେ ମୋତେ ପଠାଇଛନ୍ତି, ଯେପରି ଆଉ ଥରେ ତୁମେ ଦୃଷ୍ଟି ପାଇବ ଓ ପବିତ୍ରଆତ୍ମାରେ ପୂର୍ଣ୍ଣ ହେବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି। See the chapter |