ପ୍ରେରିତ 9:23 - ପବିତ୍ର ବାଇବଲ23 ଅନେକ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦେବା ପାଇଁ ଷଡ଼ଯନ୍ତ୍ର କଲେ। See the chapterପବିତ୍ର ବାଇବଲ (Re-edited) - (BSI)23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ; See the chapterଓଡିଆ ବାଇବେଲ23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୂଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ; See the chapterପବିତ୍ର ବାଇବଲ (CL) NT (BSI)23 ଅନେକ ଦିନ ଅତିବାହିତ ହେବା ପରେ ଇହୁଦୀମାନେ ଏକତ୍ରିତ ହୋଇ ଶାଉଲଙ୍କୁ ହତ୍ୟା କରିବା ପାଇଁ ମନ୍ତ୍ରଣା କଲେ, କିନ୍ତୁ ଶାଉଲ ସେମାନଙ୍କର ଚକ୍ରାନ୍ତ ଜାଣିପାରିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ; See the chapter |