ପ୍ରେରିତ 9:32 - ପବିତ୍ର ବାଇବଲ32 ଇତି ମଧ୍ୟରେ ପିତର ବିଭିନ୍ନ ଅଞ୍ଚଳ ବୁଲିବୁଲି ଶେଷରେ ଲୂଦ ନଗରରେ ରହୁଥିବା ସାଧୁମାନଙ୍କ ପାଖରେ ଆସି ପହଞ୍ଚିଲେ। See the chapterପବିତ୍ର ବାଇବଲ (Re-edited) - (BSI)32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ। See the chapterଓଡିଆ ବାଇବେଲ32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ । See the chapterପବିତ୍ର ବାଇବଲ (CL) NT (BSI)32 ପିତର ବିଭିନ୍ନ ସ୍ଥାନରେ ଭ୍ରମଣ କରୁ କରୁ ଥରେ ଲୁଦାରେ ବାସ କରୁଥିବା ପ୍ରଭୁଙ୍କ ଲୋକମାନଙ୍କୁ ସାକ୍ଷାତ କରିବାକୁ ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ। See the chapter |