ପ୍ରେରିତ 9:43 - ପବିତ୍ର ବାଇବଲ43 ତା'ପରେ ପିତର ଯାଫୋ ନଗରରେ ଶିମୋନ ନାମକ ଜଣେ ଚମାର ଘରେ ବହୁତ ଦିନ ରହିଲେ। See the chapterପବିତ୍ର ବାଇବଲ (Re-edited) - (BSI)43 ପୁଣି, ପିତର ଅନେକ ଦିନ ଯାଫୋରେ ଶିମୋନ ନାମକ ଜଣେ ଚର୍ମକାରଙ୍କ ସହିତ ବାସ କଲେ। See the chapterଓଡିଆ ବାଇବେଲ43 ପୁଣି, ପିତର ଅନେକ ଦିନ ଯାଫୋରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ । See the chapterପବିତ୍ର ବାଇବଲ (CL) NT (BSI)43 ପିତର ଅନେକ ଦିନ ପର୍ଯ୍ୟନ୍ତ ଯୋପ୍ପାରେ ଶିମୋନ ନାମକ ଜଣେ ଚର୍ମକାର ଘରେ ରହିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ପୁଣି, ପିତର ଅନେକ ଦିନ ଯାଫୋ ସହରରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ। See the chapter |