ପ୍ରେରିତ 9:9 - ପବିତ୍ର ବାଇବଲ9 ସେ ତିନି ଦିନ ପର୍ଯ୍ୟନ୍ତ କିଛି ଦେଖି ପାରିଲେ ନାହିଁ ଓ କିଛି ଖିଆପିଆ ମଧ୍ୟ କଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)9 ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି କିଛି ଖାଇଲେ ନାହିଁ କି ପିଇଲେ ନାହିଁ। See the chapterଓଡିଆ ବାଇବେଲ9 ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ । See the chapterପବିତ୍ର ବାଇବଲ (CL) NT (BSI)9 ତିନିଦିନ ପର୍ଯ୍ୟନ୍ତ ସେ ଦେଖିପାରିଲେ ନାହିଁ ଓ ସେହି ସମୟରେ ଭୋଜନ ପାନ କଲେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ। See the chapter |