କଲସୀୟ 1:23 - ପବିତ୍ର ବାଇବଲ23 ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି। See the chapterପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେମାନେ ଯେବେ ବିଶ୍ଵାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ତଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି। See the chapterଓଡିଆ ବାଇବେଲ23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି । See the chapterପବିତ୍ର ବାଇବଲ (CL) NT (BSI)23 ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି। See the chapter |