Online Bible

- Advertisements -




କଲସୀୟ 1:27 - ପବିତ୍ର ବାଇବଲ

27 ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

27 ବିଜାତିମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ଵର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ଵର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ; ସେହି ନିଗୂଢ଼ ତତ୍ତ୍ଵ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ଵରୂପ;

See the chapter Copy

ଓଡିଆ ବାଇବେଲ

27 ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;

See the chapter Copy

ପବିତ୍ର ବାଇବଲ (CL) NT (BSI)

27 ତାଙ୍କ ଲୋକମାନଙ୍କୁ ସେହି ଗୁପ୍ତ ତତ୍ତ୍ୱ ଜଣାଇବା ଈଶ୍ୱରଙ୍କର ପରିକଳ୍ପନା। ତାଙ୍କର ଏହି ବହୁମୂଲ୍ୟ ଓ ଗୌରବଜନକ ତତ୍ତ୍ୱ ସମଗ୍ର ମାନବ ଜାତି ନିମନ୍ତେ ଉଦ୍ଦିଷ୍ଟ। ସେହି ତତ୍ତ୍ୱ ହେଉଛି, ଖ୍ରୀଷ୍ଟ ତୁମ୍ଭମାନଙ୍କ ନିକଟରେ ମଧ୍ୟ ବିଦ୍ୟମାନ। ଏହାର ଅର୍ଥ, ତୁମ୍ଭେମାନେ ଈଶ୍ୱରଙ୍କର ଗୌରବର ଅଂଶୀ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;

See the chapter Copy




କଲସୀୟ 1:27

Follow us:

Advertisements


Advertisements