କଲସୀୟ 2:17 - ପବିତ୍ର ବାଇବଲ17 ପୂର୍ବ କାଳରେ ଏଗୁଡ଼ିକ ଭବିଷ୍ୟତରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାୟା ମାତ୍ର ଥିଲା। କିନ୍ତୁ ଯାହାସବୁ ଘଟିବାକୁ ଥିଲା, ସେଗୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ। See the chapterପବିତ୍ର ବାଇବଲ (Re-edited) - (BSI)17 ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ। See the chapterଓଡିଆ ବାଇବେଲ17 ସେହି ସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ । See the chapterପବିତ୍ର ବାଇବଲ (CL) NT (BSI)17 ସେ ସମସ୍ତ କେବଳ ଭବିଷ୍ୟତରେ ଘଟିବାକୁ ଯାଉଥିବା ବିଷୟର ଛାୟା ସ୍ୱରୂପ। ଖ୍ରୀଷ୍ଟ ହିଁ ସମସ୍ତ ବାସ୍ତବତାର ଆଧାର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ। See the chapter |