କଲସୀୟ 3:14 - ପବିତ୍ର ବାଇବଲ14 ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ୟ ବିଷୟ ହେଲା, ପରସ୍ପରକୁ ପ୍ରେମ କରିବା। ପ୍ରେମ ତୁମ୍ଭମାନଙ୍କୁ ଏକତାରେ ଏକାଠି ବାନ୍ଧି ରଖେ। See the chapterପବିତ୍ର ବାଇବଲ (Re-edited) - (BSI)14 ଆଉ, ଏହିସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ଵରୂପ। See the chapterଓଡିଆ ବାଇବେଲ14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। See the chapterପବିତ୍ର ବାଇବଲ (CL) NT (BSI)14 ପୁଣି ଏହି ସମସ୍ତ ଗୁଣ ସହିତ ପ୍ରେମକୁ ଯୋଗ କର। ପ୍ରେମ ସମସ୍ତ ବିଷୟକୁ ପୂର୍ଣ୍ଣାଙ୍ଗ କରି ଏକତାବଦ୍ଧ କରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। See the chapter |