କଲସୀୟ 3:19 - ପବିତ୍ର ବାଇବଲ19 ପତିଗଣ! ତୁମ୍ଭମାନଙ୍କ ପତ୍ନୀଙ୍କୁ ପ୍ରେମ କର। ସେମାନଙ୍କ ପ୍ରତି ଭଦ୍ର ବ୍ୟବହାର କର। See the chapterପବିତ୍ର ବାଇବଲ (Re-edited) - (BSI)19 ହେ ସ୍ଵାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ। See the chapterଓଡିଆ ବାଇବେଲ19 ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ। See the chapterପବିତ୍ର ବାଇବଲ (CL) NT (BSI)19 ହେ ସ୍ୱାମୀମାନେ, ତୁମ୍ଭମାନଙ୍କର ସ୍ତ୍ରୀମାନଙ୍କୁ ପ୍ରେମ କର। ସେମାନଙ୍କ ପ୍ରତି ରୁକ୍ଷ ଆଚରଣ କର ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ। See the chapter |