Online Bible

- Advertisements -




କଲସୀୟ 3:20 - ପବିତ୍ର ବାଇବଲ

20 ସନ୍ତାନଗଣ! ପ୍ରତ୍ୟେକ କଥାରେ ପିତା-ମାତାଙ୍କ ଆଜ୍ଞା ପାଳନ କର। ଏହା ପ୍ରଭୁଙ୍କୁ ପ୍ରସନ୍ନ କରେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।

See the chapter Copy

ଓଡିଆ ବାଇବେଲ

20 ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର ।

See the chapter Copy

ପବିତ୍ର ବାଇବଲ (CL) NT (BSI)

20 ସନ୍ତାନଗଣ, ସର୍ବଦା ତୁମ୍ଭମାନଙ୍କ ପିତାମାତାଙ୍କର ବାଧ୍ୟ ହୁଅ। ଏହା ତୁମର ଖ୍ରୀଷ୍ଟୀୟ କର୍ତ୍ତବ୍ୟ, କାରଣ ଏଥିରେ ଈଶ୍ୱର ସନ୍ତୁଷ୍ଟ ହୁଅନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।

See the chapter Copy




କଲସୀୟ 3:20

Follow us:

Advertisements


Advertisements