କଲସୀୟ 3:8 - ପବିତ୍ର ବାଇବଲ8 କିନ୍ତୁ ଏବେ, ଏହି ସମସ୍ତ ବିଷୟ ନିଜ ଜୀବନରୁ ବାହାର କରିଦିଅ: କ୍ରୋଧ, ଉତ୍ତେଜନା, ଅନ୍ୟ କାହାକୁ ବାଧିଲା ଭଳି କାର୍ଯ୍ୟ କରିବା ବା କଥା କହିବା, କହିଲା ବେଳେ ଅପଶବ୍ଦ ବ୍ୟବହାର କରିବା। See the chapterପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର। See the chapterଓଡିଆ ବାଇବେଲ8 କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହି ସବୁ ପରିତ୍ୟାଗ କର । See the chapterପବିତ୍ର ବାଇବଲ (CL) NT (BSI)8 କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କୁ କ୍ରୋଧ, ହିଂସା, ଘୃଣାଭାବ ପ୍ରଭୃତି ବର୍ଜନ କରିବାକୁ ହେବ। ତୁମେ ଅପବାଦସୂଚକ କଥା ବା ଅଶ୍ଳୀଳ ଭାଷା ଆଦୌ କୁହ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର। See the chapter |