ଦାନିୟେଲ 10:16 - ପବିତ୍ର ବାଇବଲ16 ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ। ମୋ’ ସମ୍ମୁଖରେ ଛିଡ଼ା ହୋଇଥିବା ଲୋକକୁ ମୁଁ କହିଲି, “ହେ ପ୍ରଭୁ, ଏହି ଦର୍ଶନ ଯୋଗୁଁ ମୋର ବେଦନା ମୋତେ କଷ୍ଟ ହେଉଛି। ଆଉ ମୁଁ କିଛି ବଳ ରଖି ପାରୁ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)16 ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରା; କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ। See the chapterଓଡିଆ ବାଇବେଲ16 ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋ’ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ଦେଖ, ମନୁଷ୍ୟ-ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, “ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ। See the chapter |