ଦାନିୟେଲ 10:17 - ପବିତ୍ର ବାଇବଲ17 ମୁଁ ଦାନିୟେଲ, ପ୍ରଭୁଙ୍କର ଦାସ। କିପରି ମୋର ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିବି। ମୋର ଶକ୍ତି ନାହିଁ, ଏପରିକି ମୁଁ ନିଶ୍ୱାସ ନେଇ ପାରୁ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ? ସେହିକ୍ଷଣେ ମୋʼଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ଵାସ ରହିଲା ନାହିଁ। See the chapterଓଡିଆ ବାଇବେଲ17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋ’ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ ? ସେହିକ୍ଷଣେ ମୋ’ଠାରେ କିଛି ବଳ ଅବା ମୋ’ ମଧ୍ୟରେ ଶ୍ୱାସ ରହିଲା ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିପାରେ? ସେହିକ୍ଷଣେ ମୋʼ ଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ୱାସ ରହିଲା ନାହିଁ।” See the chapter |