ଦାନିୟେଲ 10:20 - ପବିତ୍ର ବାଇବଲ20 ତେଣୁ ସେ କହିଲେ, “ହେ ଦାନିୟେଲ, ଆମ୍ଭେ ତୁମ୍ଭ ନିକଟକୁ କାହିଁକି ଆସିଅଛୁ ତୁମ୍ଭେ ଜାଣକି? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବାକୁ ଫେରିଯିବା। ଆଉ ଆମ୍ଭେ ଗଲାପରେ ଗ୍ରୀସ୍ର ଅଧିପତି ଆସିବ। See the chapterପବିତ୍ର ବାଇବଲ (Re-edited) - (BSI)20 ତହିଁରେ ସେ କହିଲେ, ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍ର ଅଧିପତି ଆସିବ। See the chapterଓଡିଆ ବାଇବେଲ20 ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍ର ଅଧିପତି ଆସିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍ର ଅଧିପତି ଆସିବ। See the chapter |