Online Bible

- Advertisements -




ଦାନିୟେଲ 10:7 - ପବିତ୍ର ବାଇବଲ

7 ପୁଣି ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି। କାରଣ ମୋର ସାଥୀମାନେ ସେହି ଦର୍ଶନ ଦେଖିଲେ ନାହିଁ, ସେମାନେ ଅତ୍ୟନ୍ତ ଭୟଭୀତ ହୋଇ ଲୁଚି ପଳାୟନ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ମୁଁ ଦାନିୟେଲ ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣାମାନଙ୍କୁ ଲୁଚାଇବା ପାଇଁ ପଳାଇଲେ।

See the chapter Copy

ଓଡିଆ ବାଇବେଲ

7 ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।

See the chapter Copy




ଦାନିୟେଲ 10:7

Follow us:

Advertisements


Advertisements