Online Bible

- Advertisements -




ଦାନିୟେଲ 11:18 - ପବିତ୍ର ବାଇବଲ

18 “ଏହା ପରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧରେ ଯାଇ ଅନେକଙ୍କୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧରେ ଯାଇ ତାକୁ ଅପମାନିତ କରିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ଏଥିଉତ୍ତାରେ ସେ ଦ୍ଵୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।

See the chapter Copy

ଓଡିଆ ବାଇବେଲ

18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।

See the chapter Copy




ଦାନିୟେଲ 11:18

Follow us:

Advertisements


Advertisements