ଦାନିୟେଲ 11:28 - ପବିତ୍ର ବାଇବଲ28 “ତା'ପରେ ଉତ୍ତରର ରାଜା ଅନେକ ସମ୍ପତ୍ତି ନେଇ ନିଜ ଦେଶକୁ ଫେରିଯିବ। ତା'ର ଚିତ୍ତ ପବିତ୍ର ଚୁକ୍ତିର ପ୍ରତିକୂଳରେ ଯିବ। ସେ ପରମେଶ୍ୱରଙ୍କର ଲୋକମାନଙ୍କୁ ଆକ୍ରମଣ କରିବ ଏବଂ ନିଜ ଇଚ୍ଛାରେ କର୍ମ କରିବ। See the chapterପବିତ୍ର ବାଇବଲ (Re-edited) - (BSI)28 ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରି ଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରି ଯିବ। See the chapterଓଡିଆ ବାଇବେଲ28 ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରି ଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରି ଯିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରିଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରିଯିବ। See the chapter |