Online Bible

- Advertisements -

ଦାନିୟେଲ 11:35 - ପବିତ୍ର ବାଇବଲ

35 କେତେକ ଜ୍ଞାନୀ ଲୋକଙ୍କର ପତନ ଘଟିବ ଓ ସେମାନେ ଭୁଲ କରିବେ। ମାତ୍ର ସେହି ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ଶେଷ ସମୟ ପର୍ଯ୍ୟନ୍ତ ପତିତ ହେବେ। ସେହି ସମୟ ଆସିବ ଯେତେବେଳେ ପରମେଶ୍ୱର ନିଷ୍ପତ୍ତି କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

35 ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।

See the chapter Copy

ଦାନିୟେଲ 11:35

Follow us:

Advertisements

Advertisements