Online Bible

- Advertisements -




ଦାନିୟେଲ 11:37 - ପବିତ୍ର ବାଇବଲ

37 “ସେ ଆପଣା ପିତୃଗଣର ପ୍ରତିମାମାନଙ୍କୁ ମାନିବ ନାହିଁ। ସ୍ତ୍ରୀମାନଙ୍କ କୌଣସି ଦେବତାଙ୍କୁ ମାନିବ ନାହିଁ। କାରଣ ସେ ସମସ୍ତଙ୍କଠାରୁ ନିଜକୁ ବଡ଼ ମନେ କରିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

37 ସେ ଆପଣା ପିତୃଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ।

See the chapter Copy

ଓଡିଆ ବାଇବେଲ

37 ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ।

See the chapter Copy




ଦାନିୟେଲ 11:37

Follow us:

Advertisements


Advertisements