ଦାନିୟେଲ 11:38 - ପବିତ୍ର ବାଇବଲ38 ସେହି ରାଜା କେବଳ ଶକ୍ତିର ଦେବତାକୁ ଆରାଧନା କରିବ। ସେ ଶକ୍ତି ଓ ସାମର୍ଥକୁ ଆରାଧନା କରିବ। ସେ ତାହାର ପୂର୍ବପୁରୁଷଗଣର ଦେବତାଙ୍କୁ ଆରାଧନା କରିବ ନାହିଁ। ସେ ଶକ୍ତିର ଦେବତାଙ୍କୁ ସୁନା, ରୂପା ଓ ମୂଲ୍ୟବାନ ପଥର ଦେଇ ଆରାଧନା କରିବ। See the chapterପବିତ୍ର ବାଇବଲ (Re-edited) - (BSI)38 ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ। See the chapterଓଡିଆ ବାଇବେଲ38 ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ। See the chapter |