ଦାନିୟେଲ 12:4 - ପବିତ୍ର ବାଇବଲ4 “ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନେକ ଏଣେତେଣେ ପ୍ରକୃତ ଜ୍ଞାନର ଅନ୍ୱେଷଣ କରିବେ ଓ ଜ୍ଞାନର ବୃଦ୍ଧି ହେବ।” See the chapterପବିତ୍ର ବାଇବଲ (Re-edited) - (BSI)4 ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ। See the chapterଓଡିଆ ବାଇବେଲ4 ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।” See the chapter |