Online Bible

- Advertisements -




ଦାନିୟେଲ 12:6 - ପବିତ୍ର ବାଇବଲ

6 ଏବଂ ସେ ଶୁକ୍ଳବସ୍ତ୍ର ପରିହିତ ଓ ନଦୀର ଜଳ ଉପରିସ୍ଥ ଯେଉଁ ମନୁଷ୍ୟ, ତାହାଙ୍କୁ ଏକ ବ୍ୟକ୍ତି ପଗ୍ଭରିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟ ଘଟିବା ପାଇଁ କେତେକ ସମୟ ଲାଗିବ?”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଏକ ଜଣ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ କାଳ ଲାଗିବ?

See the chapter Copy

ଓଡିଆ ବାଇବେଲ

6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?”

See the chapter Copy




ଦାନିୟେଲ 12:6

Follow us:

Advertisements


Advertisements