Online Bible

- Advertisements -




ଦାନିୟେଲ 2:15 - ପବିତ୍ର ବାଇବଲ

15 ଦାନିୟେଲ ଅରିୟୋ‌କ୍‌କୁ କହିଲେ, “ରାଜଦଣ୍ତ ଏତେ କଠୋର କାହିଁକି?” ତେଣୁ ଅରିୟୋକ ରାଜାଙ୍କ ସ୍ୱପ୍ନ ବୃତ୍ତାନ୍ତ ଦାନିୟେଲଙ୍କୁ ବୁଝାଇ ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି? ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତା; ଜଣାଇଲା।

See the chapter Copy

ଓଡିଆ ବାଇବେଲ

15 ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି ? ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।

See the chapter Copy




ଦାନିୟେଲ 2:15

Follow us:

Advertisements


Advertisements